ଓଡ଼ିଶା ସରକାରଙ୍କ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ, ରାଜ୍ୟର ବୈଷୟିକ ଶିକ୍ଷା, ଦକ୍ଷତା ପ୍ରଶିକ୍ଷଣ ଏବଂ ନିଯୁକ୍ତି ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ୨୦୧୧ ଡିସେମ୍ବର ମାସରେ (ପୂର୍ବରୁ ନିଯୁକ୍ତି ଏବଂ ବୈଷୟିକ ଶିକ୍ଷା ଓ ପ୍ରଶିକ୍ଷଣ ବିଭାଗ) ପ୍ରତିଷ୍ଠିତ ହୋଇଥିଲା। ଓଡ଼ିଶାର ବୈଷୟିକ ଏବଂ ବୃତ୍ତିଗତ ଶିକ୍ଷା କ୍ଷେତ୍ରରେ ସୁଯୋଗ ବୃଦ୍ଧି କରିବା,…